ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଂଚସଖାଙ୍କ ମଧ୍ୟରେ ଅନ୍ୟତମ ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ସ୍ୱାବଲମ୍ବୀ କରିବା ସହ ସମା ସଂସ୍କାର ପାଇଁ ତାଙ୍କ ଉଦ୍ୟମ ଏବଂ ଓଡିଆ ସାହିତ୍ୟକୁ ସମୃଦ୍ଧ କରୁଥିବା ତାଙ୍କ କାଳଜୟୀ ରଚନାଗୁଡିକ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.