କାଲି ଘରୋଇ ବସ ଚଳାଚଳ ବନ୍ଦ ରହିବ

ଭୁବନେଶ୍ୱର- କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସୋମବାର ଦିନ ଗୋଟାଏ ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରହିବ । ସକାଳ ୬ଟାରୁ ଦିନ ଗୋଟାଏ ଯାଏଁ ବସ ଚଳାଚଳ ବନ୍ଦ ରହିବ ବୋଲି ଘରୋଇ ବସ ମାଲିକ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ବସ୍ ଓ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ସଂଘ କହିଛି । ଦିନ ଗୋଟାଏ ପରେ ବସ୍ ଚଳାଚଳ ସ୍ୱାଭାବିକ ହେବ ।

Comments are closed.