ରାୟଗଡରେ ପ୍ଲାନେଟୋରିୟମ ଓ ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡଠାରେ ପ୍ଲାନେଟୋରିୟମ ଏବଂ କୋରାପୁଟର ଜୟପୁରଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ଥର ସ୍ଥାପନ କରିବାକୁ ଯାଉଛନ୍ତି । ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ଥର ସ୍ଥାପନ କରିବାକୁ ଯାଉଛନ୍ତି । ବିଜ୍ଞାନ ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବାରେ ଏହା ବିଶେଷ ସହାୟକ ହେବ । ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ।

Comments are closed.