ଆଜିଠାରୁ ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର- ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ଲୋକେ ଆରଟିଓ-୧ରେ ଅନଲାଇନରେ ଆବେଦନ କରିପାରିବେ । ଏ ସଂପର୍କରେ ଭୁବନେଶ୍ୱର ଆରଟିଓ-୧ ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ଲର୍ନିଂ ଲାଇସେନଓ ଥିବା ଗାଡିଚାଳକ ନୂଆ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିପାରିବେ । ଲର୍ନିଂ ଲାଇସେନସ ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି ।

Comments are closed.