ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର- ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଅରରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ନବୀନ ନିବାସରୁ ଭିଡିଓ କନଫରେନସିଂ ଜରିଆରେ ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନଫରେନସିଂରେ ସାମିଲ ହେବେ ମନ୍ତ୍ରୀ । ବୈଠକରେ ଏକାଧିକ ଗୁରୁତ୍ୱପୂଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି ।

Comments are closed.