ଆନ୍ତର୍ଜାତିକ ମାତୃ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ଆନ୍ତର୍ଜାତିକ ମାତୃ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ରାଜ୍ୟରେ ମାତୃ ମୃତ୍ୟୁହାର ହ୍ରାସ ଓ ନିରାପଦ ମାତୃତ୍ୱର ପ୍ରସାର ପାଇଁ ତାଙ୍କ ସରକାର ପ୍ରତିବଦ୍ଧ ବୋଲି ନବୀନ ତାଙ୍କ ବାର୍ତ୍ତାରେ କହିଛନ୍ତି । ମହାମାରୀ ସମୟରେ ଆଶାକର୍ମୀ, ଅଙ୍ଗନବାଡି କର୍ମୀଙ୍କ କାର୍ଯ୍ୟକୁ ପ୍ରଶଂସା କରି ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.