ଆସନ୍ତା ୮ ତାରିଖରୁ ରାଜ୍ୟରେ ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢା

ଭୁବନେଶ୍ୱର- ଏହି ମାସ ୮ ତାରିଖରୁ ରାଜ୍ୟରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ଆରମ୍ଭ ହେବ ପାଠପଢା । ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲରେ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ପାଠପଢା । ଏଥିପାଇଁ ଶିକ୍ଷା ବିଭାଗ ପକ୍ଷରୁ କିଛି ଗାଇଡଲାଇନ୍ସ ଜାରି କରାଯାଇଛି । ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ଆରମ୍ଭ ହୋଇଥିଲା ।

Comments are closed.