ଓଡିଶା -ଆନ୍ଧ୍ର ମଧ୍ୟରେ ଭାଷା ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର- ସୀମା ବିବାଦ ମଧ୍ୟରେ ଓଡିଶା-ଆନ୍ଧ୍ର ସରକାରଙ୍କ ମଧ୍ୟରେ ଭାଷା ଭିତ୍ତିକ ପ୍ରସଙ୍ଗକୁ ନେଇ ଉଭୟ ସରକାରଙ୍କ ମଧ୍ୟରେ ଆଲୋଚନା କରାଯାଇଛି । ଆନ୍ଧ୍ର ପକ୍ଷରୁ ଦୁଇ ବିଧାୟକ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି । ଓଡିଶା ପକ୍ଷରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ବରିଷ୍ଠ ଅଧିକାରୀମାନେ ଭାଗ ନେଇଥିଲେ ।

Comments are closed.