କାର୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ପବିତ୍ର କାର୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସାଧବ ପୁଅଙ୍କ ଗୌରବମୟ ନୌବାଣିଜ୍ୟ ଗାଥାକୁ ସ୍ମରଣ କରି ଓଡିଶାର ପ୍ରଗତି ଓ ସମୃଦ୍ଧି ପାଇଁ ସଭିଏଁ ଏକ ହୋଇ ଆଗକୁ ବଢିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.