କାଲି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ, ୨୦୨୧-୨୨ ବଜେଟ ଉପରେ ଲାଗିବ ମୋହର

ଭୁବନେଶ୍ୱର- ଆସନ୍ତାକାଲି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବୈଠକରେ ୨୦୨୧-୨୨ ବଜେଟକୁ ଅନୁମୋଦନ ମିଳିବ । ଆସନ୍ତା ୧୮ରେ ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି । କାଲିର କ୍ୟାବିନେଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି ।

Comments are closed.