କୋଟପାଡ ସଡକ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- କୋରାପୁଟ କୋଟପାଡରେ ସଡକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.