ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।