ଗଜପତି ରାୟଗଡ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ. ନାଗେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ

ପାରଳାଖେମୁଣ୍ଡି- ଆୟବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ. ନାଗେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ବ୍ରହ୍ମପୁରରେ ଥିବା ତାଙ୍କ ଶଳାଘର, ଆସିକା ସ୍ଥିତ ପୈତୃକ ଘର, ରାୟଗଡ ଅଫିସ ଓ ଛଅମାଇଲରେ ଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ କରିଛି ଭିଜିଲାନ୍ସ । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି ।

Comments are closed.