ଗାନ୍ଧିଜୀଙ୍କ ତିରୋଧାନ ଦିବସ ଅବସରରେ ରାଜ୍ୟପାଳଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ । ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ମହାତ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଛନ୍ତି ରାଜ୍ୟପାଳ । ଅହିଂସାର ମାର୍ଗ ଅନୁସରଣ କରିବା ହିଁ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ରାଜ୍ୟପାଳ କହିଛନ୍ତି ।

Comments are closed.