ଗୁରୁ କେଳୁଚରଣଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ପ୍ରଖ୍ୟାତ ଓଡିଶୀ ନୃତ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ନୃତ୍ୟର ଗରିମା ବୃଦ୍ଧି ସହ ଶାସ୍ତ୍ରୀୟ ନୃତ୍ୟର ପ୍ରସାର କ୍ଷେତ୍ରରେ ଗୁରୁ କେଳୁଚରଣଙ୍କ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.