ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ଟାଇମିଂରେ ପରିବର୍ତ୍ତନ କଲେ ରାଜ୍ୟ ସରକାର

ଭୁବନେଶ୍ୱର- ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି । ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ କ୍ଲାସ ସକାଳ ୭ଟାରୁ ୯ଟା ଯାଏଁ ହେବ । ଦଶମ ଓ ଦ୍ୱାଦଶ ପିଲାମାନଙ୍କ କ୍ଲାସ ସକାଳ ୯ଟାରୁ ଦିନ ଗୋଟାଏ ଯାଏଁ ହେବ ।

Comments are closed.