ତିରୋଧାନ ଦିବସରେ ଗାନ୍ଧିଜୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟ ଓ ଅହିଂସାର ମହାନ ସଂଗ୍ରାମୀଙ୍କୁ ସେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରୁଛନ୍ତି । ମହାତ୍ମାଙ୍କ ଆଦର୍ଶ ଓ ବିଚାରଧାରା ଜାତ, ଧର୍ମ, ବର୍ଣ୍ଣ , ଦେଶ ନିର୍ବିଶେଷରେ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.