ଭୁବନେଶ୍ୱର- ଆସନ୍ତା ୧୫ ତାରିଖରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ପେଟ୍ରୋଲ ଓ ଡିଜେଲ ଦର ଅତ୍ୟଧିକ ବୃଦ୍ଧି ପାଇଥିବା ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୫ ତାରିଖରେ ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ଓଡିଶା ବନ୍ଦ କରିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି ।