ନରସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅସୁସ୍ଥତା ବିଷୟରେ ଜାଣିବା ପରେ ତାଙ୍କ ପରିବାର ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନରସିଂହଙ୍କ ଆଶୁ ଆରୋଗ୍ୟ ଓ ଉ ମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ନେଶ୍ୱର- କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅସୁସ୍ଥତା ବିଷୟରେ ଜାଣିବା ପରେ ତାଙ୍କ ପରିବାର ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନରସିଂହଙ୍କ ଆଶୁ ଆରୋଗ୍ୟ ଓ ଉ ମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.