ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ୱର- ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଡିଜିପି ଅଭୟ । ନୂଆବର୍ଷ ସମସ୍ତଙ୍କ ପାଇଁ ଶୁଭଙ୍କର ଓ ମଙ୍ଗଳମୟ ହେଉ ବୋଲି ଡିଜିପି ଅଭୟ ତାଙ୍କ ବାର୍ତାରେ କହିଛନ୍ତି ।

Comments are closed.