ନ୍ୟୁଜରୁମ୍ : ସକାଳର ମୁଖ୍ୟ ଖବର | News Room Odisha

ନ୍ୟୁଜରୁମ୍ : ସକାଳର ମୁଖ୍ୟ ଖବର

୧.ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ପରିଧାନ ଯୋଜନାରେ ଅଙ୍ଗବବାଡି ଶିଶୁଙ୍କୁ ନୂଆ ୟୁନିଫର୍ମ ପୋଷାକ ବିତରଣ

୨.ଗାନ୍ଧି ଜୟନ୍ତୀରୁ ଆରମ୍ଭ ହେଲା ବିଜେଡିର ରାଜ୍ୟବ୍ୟାପୀ କୋରୋନା ସଚେତନତା ଅଭିଯାନ, ଦଳର ରାଜ୍ୟ କାର୍ଯ୍ୟାଳୟରୁ ଶୁଭାରମ୍ଭ

୩.ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କଳାହାଣ୍ଡିରେ ତିନିଟି ଶକ୍ତି ପ୍ରକଳ୍ପ ଲୋକାର୍ପିତ

୪.ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ ଓ ପତ୍ନୀ ମେଲାନିଆ କୋରୋନା ପଜିଟିଭ