ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ସାରା ରାଜ୍ୟରେ ହର୍ଷ ଓ ଉଲ୍ଲାସର ସହ ପାଳନ ହେଇଛି ପବିତ୍ର ମକର ସଂକ୍ରାନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରିବା ଲାଗି ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.