ପଲ୍ଲୀ କବି ନନ୍ଦକିଶୋର ବଳଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସାହିତ୍ୟିକ ପଲ୍ଲୀ କବି ନନ୍ଦକିଶୋର ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମୀଣ ଜୀବନ ଓ ପଲ୍ଲୀ ପ୍ରକୃତିକୁ ନେଇ କାବ୍ୟ ରଚନା ସହ ଶିଶୁ ସାହିତ୍ୟ କ୍ଷେତ୍ରରେ ନିଜ ଅବଦାନ ପାଇଁ ପଲ୍ଲୀ କବି ନନ୍ଦକିଶୋର ବଳ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.