ପୂର୍ବତନ ମାଲକାନଗିରି ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଂଚ

ମାଲାକାନଗିରି – ୨୦୧୯ରେ ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳଙ୍କ ପିଏ ଦେବ ନାରାୟଣ ମୃତ୍ୟୁ ମାମଲାରେ ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଂଚକୁ ଦିଆଯାଇଛି । କ୍ରାଇମବ୍ରାଂଚକୁ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ଅଭୟ । ନାରାୟଣ ଦେବ ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ପିଏ ଥଲେ ଦେବନାରାୟଣ । ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ମୃତଦେହ ଏକ ଜଳାଶୟରୁ ଉଦ୍ଧାର କରାଯାଇଥିଲା ।

Comments are closed.