ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପ୍ରଗତି ସହ ଓଡିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.