ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଣବ ଦା ଜଣେ ବିଚକ୍ଷଣ ସାଂସଦ, ବିଦ୍ୱାନ ଥିଲେ । ରାଷ୍ଟ୍ର ନିର୍ମାଣ ପ୍ରତି ଦିଗଂବତ ପୂର୍ବତନ ରାଷ୍ଟ୍ରପତିଙ୍କ ଅବଦାନ ମନେରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ।

Comments are closed.