ପ୍ରଥମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ପବିତ୍ର ପ୍ରଥମାଷ୍ଟମୀ । ଏହି ଅବସରରେ ପରିବାରର ଜ୍ୟେଷ୍ଠ ସନ୍ତାନମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ମହାପ୍ରଭଉ ଶ୍ରୀଜଗନ୍ନାଥଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.