ବରଗଡ ଜିଲ୍ଲା ଗସ୍ତରେ ୫-ଟି ସଚିବ

ବରଗଡ- ଆଜି ବରଗଡ ଜିଲ୍ଲା ଗସ୍ତ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ସେ ପାଇକମାଳରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରିବେ । ୫-ଟି ସଚିବଙ୍କ ସହ ମୁଖ୍ୟ ଶାସନ ସଚବ ସୁରେଶ ମହାପାତ୍ର, ଜଳ ସଂପଦ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବରଗଡ ଯାଇଛନ୍ତି ।

Comments are closed.