ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ | News Room Odisha

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଏମସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ପ୍ରଦୀପ୍ତଙ୍କ କୋରୋନା ରିପୋର୍ଟ ନେଗେଟିଭ ରହିଛି । ଏବେ ବି ଭେଂଟିଲେଟରରେ ଚିିକିତ୍ସାଧୀନ ଥିବା ଏମ୍ସ ଡାକ୍ତର ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ ।