ଭିଜିଲାନ୍ସ ଜାଲରେ ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଂଟ୍ ଆକାଉଂଟ | News Room Odisha

ଭିଜିଲାନ୍ସ ଜାଲରେ ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଂଟ୍ ଆକାଉଂଟ

ବଲାଙ୍ଗୀର – ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଂଟ୍ ଆକାଉଂଟ ମ୍ୟାନେଜର ସୁଧୀର ନନ୍ଦ । ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ସୁଧୀରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ବଲାଙ୍ଗୀର ପ୍ୟାଲେସ ଲାଇନ ସ୍ଥିତ ସଂପର୍କୀୟଙ୍କ ଘରେ ଓ ବିଡିସିସି ବ୍ୟାଙ୍କରେ ଏକକାଳୀନ ଚଢାଉ ଜାରି ରହିଛି । ଚଢାଉରେ ବଲାଙ୍ଗୀର, ବରଗଡ, ସୋନପୁର ଓ ସମ୍ବଲପୁରରେ ଭିଜିଲାନ୍ସ ଟିମ୍ ସାମିଲ ଅଛନ୍ତି ।

Vigilance Net