ମଇ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର- ଆଜି ମଇ ଦିବସ ବା ଶ୍ରମିକ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶ୍ରମିକ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନବୀନ ନିଜର ମଇ ଦିବସ ବାର୍ତ୍ତାରେ କହିଛନ୍ତି ଯେ, ଶ୍ରମିକ ସମାଜର କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ । କୋଭିଡ ସଂକ୍ରମଣକୁ ରୋକିବା ପାଇଁ ମାସ୍କ ପରିଧାନ ଓ ନିୟମ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି ନବୀନ ।

Comments are closed.