ମଧୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଆଜି ହେଉଛି ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା ଆଧୁନିକ ଓଡିଶାର ନିର୍ମାତା ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳଗୌରବଙ୍କୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶିଳ୍ପ ସମୃଦ୍ଧ ରାଜ୍ୟ ଗଠନ ସହ ଓଡିଆ ଭାଷା, ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ନିଜ ବହୁମୂଲ୍ୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି ।

Comments are closed.