ମହାବିଷୁବ ସଂକ୍ରାନ୍ତି , ଓଡିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ | News Room Odisha

ମହାବିଷୁବ ସଂକ୍ରାନ୍ତି , ଓଡିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ,ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି ।