ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡ ପ୍ରସ୍ତୁତ : ପରୀକ୍ଷା ନିୟନ୍ତ୍ରକ

ଭୁବନେଶ୍ୱର- ମାଟ୍ରିକ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ଯେ, ବିଳମ୍ବରେ ହେଲେ ମଧ୍ୟ ପରୀକ୍ଷାକୁ ସୂଚାରୁ ରୂପେ ପରିଚାଳନା କରାଯିବ । ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି କହିଛନ୍ତି ଯେ, ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ରହିଛି । ରାଜ୍ୟ ସରକାରଙ୍କର ଗାଇଡଲାଇନ ଅନୁସାରେ ପରୀକ୍ଷା କରାଯିବ ।

Comments are closed.