ମା’ ସରସ୍ୱତୀ ପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ପବିତ୍ର ବସନ୍ତ ପଂଚମୀ । ବିଦ୍ୟାଦାତ୍ରୀ ମା’ସରସ୍ୱତୀଙ୍କ ପୂଜାର୍ଚ୍ଚନାର ଦିନ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମା’ ସରସ୍ୱତୀଙ୍କ ଅପାର କରୁଣାରୁ ସମସ୍ତଙ୍କ ବିଦ୍ୟାର ଭଣ୍ଡାର ପରିପୂର୍ଣ୍ଣ ହେବା ସହ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.