ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ | News Room Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

ଭୁବନେଶ୍ୱର: କୋଭିଡ଼ ର ଦ୍ବିତୀୟ ଲହର ଜନିତ ପରିସ୍ଥିତି କୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ମଇ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ ।

ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।

Chief Minister Naveen Patnaik