ମୁଖ୍ୟମନ୍ତ୍ରୀଙ୍କ ବଡଦିନ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ବଡଦିନ । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବଡଦିନ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଖୁସି ଭରି ଦେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.