ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ବର୍ଷ ୨୦୨୧ରେ କୋରୋନା ସଂକଟ ଦୂର ହେବା ନେଇ ସେ ଆଶା ପ୍ରକାଶ କରିଛନ୍ତି । ରାଜ୍ୟର ଦ୍ରୁତ ପ୍ରଗତି ଓ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି।#HappyNewYear2021 pic.twitter.com/fSpf4j9gme
— CMO Odisha (@CMO_Odisha) January 1, 2021
Comments are closed.