ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ବର୍ଷ ୨୦୨୧ରେ କୋରୋନା ସଂକଟ ଦୂର ହେବା ନେଇ ସେ ଆଶା ପ୍ରକାଶ କରିଛନ୍ତି । ରାଜ୍ୟର ଦ୍ରୁତ ପ୍ରଗତି ଓ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.