ରାଜ୍ୟରେ ଆଉ ୨୨୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨୨୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୨୭ ଓ ସ୍ଥାନୀୟ ଅଂଚଳରୁ ୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୨୮, ସୁନ୍ଦରଗଡରୁ ୨୪, ଝାରସୁଗୁଡାରୁ ୨୩, ବରଗଡରୁ ୨୨, ସମ୍ବଲପୁରରୁ ୨୧, ପୁରୀରୁ ୧୫, ଖୋର୍ଦ୍ଧାରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩କୁ ବୃଦ୍ଧି ପାଇଛି । ୩ ଲକ୍ଷ ୨୮ ହଜାର ୬୨୨ ରୋଗୀ ସୁସ୍ଥ ହୋଇସାରିଛନ୍ତି । ୨ ହଜାର ୯୧୨ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.