ରାଜ୍ୟ ବଜେଟ : ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳ. ୩୦ କୋଟି ବ୍ୟୟବରାଦ

ଭୁବନେଶ୍ୱର- ରାଜ୍ୟ ବଜେଟରେ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ଦିଆଯାଇଛି । ଏଥିପାଇଁ ୩୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ରଷ୍ଟ୍ରୀୟ ପଶୁଧନ ବିକାଶ ଯୋଜନା ପାଇଁ ୧୦୨ କୋଟି, ପଶୁ ଚିକିତ୍ସା ଭ୍ରାମ୍ୟମାଣ ୟୁନିଟ ପାଇଁ ୨୧ କୋଟି, ପଶୁଧନ ସ୍ୱାସ୍ଥ୍ୟସେବା ଉନ୍ନୟନ ପାଇଁ ୧୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ଓଡିଶା ଆଦର୍ଶ ବିଶ୍ୱବିଦ୍ୟାଳୟ ପାଇଁ ୨୮୦ କୋଟି ଟଙ୍କା ଓ ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପାଇଁ ୯୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଓ ବୀମା ପାଇଁ ୯ ହଜାର ୧୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

Comments are closed.