ସଂଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ସଂଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଏହି ମହାନ ସଂଗୀତଜ୍ଞଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଆ ସଂଗୀତକୁ ଲୋକପ୍ରିୟ କରିବା ସହିତ ଓଡିଶୀ ଗବେଷଣା କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ।

Comments are closed.