ସଶସ୍ତ୍ର ବାହିନୀ ପତାକା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତା

ଭୁବନେଶ୍ୱର- ଆଜି ହେଉଛି ସଶସ୍ତ୍ର ବାହିନୀ ପତାକା ଦିବସ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ସୁରକ୍ଷା ବାହିନୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶର ସମ୍ମାନ ଓ ସାର୍ବଭୌମତ୍ୱର ସୁରକ୍ଷା ପାଇଁ ଆମ ସଶସ୍ତ୍ର ବାହିନୀର ନିସ୍ୱାର୍ଥପର ବଳିଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତାରେ କହିଛନ୍ତି ।

Comments are closed.