ସୀତାରାମ ୟେଚୁରୀଙ୍କ ପୁତ୍ର ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର-କୋରୋନାରେ ବରିଷ୍ଠ ସିପିଏମ ନେତା ସୀତାରାମ ୟେଚୁରୀଙ୍କ ପୁଅ ଆଶିଷ ୟେଚୁରୀଙ୍କ ପରଲୋକ ହୋଇଯାଇଛି । ଆଶିଷଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୀତାରାମ ୟେଚୁରୀଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସାହସର ସହ ୟେଚୁରୀ ପରିବାର ଏହି କଠିନ ସମୟର ସାମନା କରିବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.