ହାତୀ ମୃତ୍ୟୁ ଘଟଣା : କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ନିଲମ୍ବିତ

ଭବାନୀପାଟଣା- କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାରେ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀଙ୍କୁ ନିଲମ୍ବିତ କରାଯାଇଛି । କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରିଛି ପ୍ରାଣୀ ସଂପଦ ବିଭାଗ । ୨୦ ଦିନରେ ଅଭୟାରଣ୍ୟରେ ୭ ହାତୀଙ୍କ ମୃତ୍ୟୁ ହୋଇଥିବା ପଶୁ ସଂପଦ ଅତିରିକ୍ତ ନିର୍ଦ୍ଦେଶକ ପ୍ରତାପ କିଶୋର ଖମାରୀ ସୂଚନା ଦେଇଛନ୍ତି ।

Comments are closed.