୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନୂଆବର୍ଷରେ ନୂଆ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରାଯାଇଛି । ୮୪ଟି ନୂଆ ୧୦୮ଟି ଆମ୍ବୁଲାନ୍ସ ସେବାର ଭିଡିଓ କନଫରେନସିଂ ଜରିଆରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୨୭ଟି ଜିଲ୍ଲାକୁ ନୂଆ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି । ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି ।

Comments are closed.