ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦବେଗ | News Room Odisha

ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦବେଗ

ଭୁବନେଶ୍ୱର- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁଁ ହଠାତ ଆସିଥିବା ବନ୍ୟା ଓ ଲୋକଙ୍କ ନିଖୋଜ ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି । ଏହି ବିପଦ ସମୟରେ ନିଖୋଜ ଲୋକଙ୍କ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସହାନୁଭୂତି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Chief Minister Naveen Patnaik