ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ –ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଶ୍ରୀମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କୁ ଦର୍ଶନ କରିବେ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । କିଛି ମାସ ପୂର୍ବେ ପୂର୍ବରୁ ମୁଖ୍ୟମନ୍ତ୍ରୀ ପୁରୀ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କରିଥିଲେ ।

Comments are closed.