ହିଞ୍ଜିଳିକାଟୁରେ ୧୪ଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିକାଟୁ ପାଇଁ ୧୪ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନସିଂ ଜରିଆରେ ଏସବୁ ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ପ୍ରକଳ୍ପ ମଧ୍ୟରେ ରହିଛି ହିଞ୍ଜିଳିକାଟୁର ନୂଆ ବସ୍ ଟର୍ମିନାଲ । ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତ ବିନୋଦନ କେନ୍ଦ୍ର  ଉଦଘାଟନ ହୋଇଅଛି ।

Comments are closed.