ଆଜି କାଳିଆ କିସ୍ତି ଜାରି କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର- ୨୦୨୦-୨୧ ବର୍ଷ ପାଇଁ କାଳିଆ ଯୋଜନା ଅନ୍ତର୍ଗତ ସହାୟତା ରାଶି ଜାରି କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୩ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାରଙ୍କୁ କାଳିଆ ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୫ଟାରେ କାଳିଆ ସହାୟତା ପ୍ରଦାନର ଶୁଭାରମ୍ଭ କରିବେ ।

Comments are closed.